Add parallel Print Page Options

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।

Read full chapter