Add parallel Print Page Options

12 ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି।

Read full chapter