Font Size
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 31:33
Oriya Bible: Easy-to-Read Version
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 31:33
Oriya Bible: Easy-to-Read Version
33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Read full chapter
Oriya Bible: Easy-to-Read Version (ERV-OR)
2010 by Bible League International